ଭୁବନେଶ୍ବର: ପୁଣି ନମ୍ୱର ୱାନ୍ ନବୀନ । ଅନ୍ୟ ମୁଖ୍ୟମନ୍ତ୍ରୀ ମାନଙ୍କୁ ପଛରେ ପକାଇ ନିଜ ରାଜ୍ୟରେ ନବୀନ ପଟ୍ଟନାୟକ ହେଉଛନ୍ତି ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ଜାତୀୟ ଗଣମାଧ୍ୟମ ସଂସ୍ଥା ‘ଇଣ୍ଡିଆ ଟୁଡେ' ର ମୁଡ ଅଫ ଦ ନେସନ ପୋଲରେ ନବୀନ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।
from Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar - Oneindia Odia https://ift.tt/JKVGNen
via IFTTT
from Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar - Oneindia Odia https://ift.tt/JKVGNen
via IFTTT